Breaking PLUSଓଡ଼ିଶାମୁଖ୍ୟ ଖବର
ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ନେଇ ବୈଠକ

ପୁରୀ- ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ନେଇ ବୈଠକ ଆରମ୍ଭ ହୋଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି । ବୈଠକରେ ଏଏସ୍ଆଇ, ଦେଉଳ କରଣ, ଭଣ୍ଡାର ମେକାପ ଉପସ୍ଥିତ ଅଛନ୍ତି । ଶେଷ ପର୍ଯ୍ୟାୟରେ ପହଞ୍ଚିଛି ରତ୍ନଭଣ୍ଡାର ମରାମତି କାମ ।