Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ସନ୍ଧ୍ୟାରେ ମାଟ୍ରିକ ରେଜଲ୍ଟ

ଆଜି (ଶୁକ୍ରବାର) ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଅପରାହ୍ନରେ ଏହା ବୋର୍ଡ କାର୍ଯ୍ୟାଳୟରେ ଫଳାଫଳ ଘୋଷଣା ହେବ । ସନ୍ଧ୍ୟା ୬ଟା ପରେ ଛାତ୍ରଛାତ୍ରୀମାନେ ବୋର୍ଡର ଅଫିସିଆଲ୍ ଓ୍ବେବ୍ସାଇଟ୍ www. bseodisha.ac.in , www.orissaresults.nic.in ରେ ନିଜ ନିଜର ପରୀକ୍ଷା ଫଳ ଦେଖିପାରିବେ। ରୋଲ୍ ନମ୍ବର ଏବଂ ଜନ୍ମ ତାରିଖ ବ୍ୟବହାର କରି ଓ୍ବେସାଇଟ୍ ରେ ଫଳାଫଳ ଯାଞ୍ଚ କରିପାରିବେ ଛାତ୍ରଛାତ୍ରୀ।