Breaking PLUSଓଡ଼ିଶାମୁଖ୍ୟ ଖବର

କିଟ୍‌ରେ ପୁଣି ଛାତ୍ରୀ ମୃତ୍ୟୁ, ନେପାଳ ସରକାରଙ୍କ ଉଦବେଗ

ଭୁବନେଶ୍ୱର- କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ଉଦବେଗ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ଘଟଣାର ସତ୍ୟାସତ୍ୟ ଯାଞ୍ଚ ନେଇ ସେ ସୋସିଆଲ ମିଡିଆଲ ଏକ୍ସରେ ପୋଷ୍ଟ କରିଛନ୍ତି । ସେ କହିଛନ୍ତି ଏହି ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। ଏହି ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ।  ଏ ନେଇ ଭାରତ ସରକାର ଏବଂ ଓଡିଶା ସରକାରଙ୍କ ସହ ଆଲୋଚନା ଜାରି ରହିଛି।

Show More

Related Articles

Back to top button