Breaking PLUSଓଡ଼ିଶାଦେଶଦେଶ ବିଦେଶମୁଖ୍ୟ ଖବର

ଜୁନରେ ଭୁବନେଶ୍ୱରରୁ ଆବୁଧାବିକୁ ବିମାନ

ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ ପାଇଁ ଏକ ଐତିହାସିକ ବିମାନ ଚଳାଚଳ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୃତଜ୍ଞତା ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି, ଟେମ୍ପଲ ସିଟିରୁ ଗ୍ଲୋବାଲ୍ ଗେଟୱେ! ଏହି ଐତିହାସିକ ବିମାନ ଚଳାଚଳ ଅଭିଯାନକୁ ସ୍ବୀକୃତି ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ।

Show More

Related Articles

Back to top button