Breaking PLUSଓଡ଼ିଶାମୁଖ୍ୟ ଖବର
ଶେଷ ପର୍ଯ୍ୟାୟରେ କଟକ-ସମ୍ବଲପୁର ରାସ୍ତା କାମ

କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଚଳିତ ବର୍ଷ ଶେଷ ସୁଦ୍ଧା ହେବ। ବର୍ତ୍ତମାନ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ଶେଷ ସୁଦ୍ଧା ଏହା ଶେଷ ହୋଇଯିବ। ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।



