Breaking PLUSଓଡ଼ିଶାମୁଖ୍ୟ ଖବର
ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ

କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଜଗତପୁର ସ୍ଥିତ ଏକ ବିସ୍କୁଟ କାରଖାନାରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିଶମ ବାହିନୀ ଦ୍ବାରା ନିଆଁ ଲିଭାଇବାକୁ ଉଦ୍ୟମ କରାଯାଇଛି ।