Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର, 15 ଅକ୍ଟୋବର- ବଣାଇର ପୂର୍ବତନ ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ରଙ୍କ ପରଲୋକ ହୋଇଛି । ଖୁଟୁଗାଁରେ ୯୨ ବର୍ଷ ବୟସରେ ଆଖି ବୁଜିଲେ ହେମେନ୍ଦ୍ର ପ୍ରସାଦ ମହାପାତ୍ର  । ଲଗାତାର ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେମେନ୍ଦ୍ର  । ୧୯୬୧, ୬୭ ଓ ୭୧ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତାଙ୍କ ମୃତ୍ୟୁରେ ରାଜନୈତିକ ମାହୋଲରେ ଶୋକର ଛାୟା ଖେଳିଯାଇଛି । ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button