Breaking PLUSଓଡ଼ିଶାମୁଖ୍ୟ ଖବର

ନୂଆପଡ଼ା ଉପନିର୍ବାଚନ ପାଇଁ ନବୀନ ନିବାସରେ ଟିକେଟ କସରତ

ଭୁବନେଶ୍ୱର- ନୂଆପଡ଼ା ଉପନିର୍ବାଚନ ପାଇଁ ନବୀନ ନିବାସରେ ଟିକେଟ କସରତ । ନବୀନ ନିବାସରେ ବରିଷ୍ଠ ବିଜେଡି ନେତୃତ୍ବ ଉପସ୍ଥିତ ଅଛନ୍ତି ।ବବି ଦାସ, ଟୁକୁନି ସାହୁ, ସ୍ନେହାଙ୍ଗିନୀ ଛୁରିଆ ପ୍ରମୁଖ ଉପସ୍ଥିତ ଅଛନ୍ତି ।ଟିକେଟ୍ ଆଶାୟୀ ମନୋଜ ମିଶ୍ର ମଧ୍ୟ ଉପସ୍ଥିତ ଥିବା ସୂଚନା ମିଳିଛି । ଆଉ ୨ ଆଶାୟୀ ଭାନୁପ୍ରତାପ ମାଝୀ ଓ ଅବନୀ ଯୋଶୀଙ୍କୁ ବି ଡକରା ହୋଇଛି  । ସମସ୍ତଙ୍କ ସହ ଆଲୋଚନା ପରେ ପ୍ରାର୍ଥୀଙ୍କ ନାଁ ଘୋଷଣା ହେବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button