Breaking PLUSଓଡ଼ିଶାମୁଖ୍ୟ ଖବର
ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଶୁଭେଛା

ଭୁବନେଶ୍ୱର- ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ଶୁଭେଛା । ଫୋନ୍ରେ କଥା ହୋଇ ଶୁଭେଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୀର୍ଘ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ କଲେ ପ୍ରାର୍ଥନା ।