Breaking PLUSଓଡ଼ିଶାମୁଖ୍ୟ ଖବର
ଆଜିଠୁ ଖୋଲିଲା ଶିମିଳିପାଳ
ଆଜିଠୁ ଖୋଲିଲା ଶିମିଳିପାଳ। ଅଭୟାରଣ୍ୟକୁ ଦୁଇଟି ଗେଟ୍ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ । ପିଠାବଟା ଓ କାଳିଆଣି ଫାଟକ ଦେଇ ପ୍ରବେଶ କରୁଛନ୍ତି ପର୍ଯ୍ୟଟକ। ବ୍ୟାଘ୍ର ପ୍ରକଳ୍ପର ମଜା ନେବେ ପର୍ଯ୍ୟଟକ । ସାଧାରଣତଃ ପ୍ରତିବର୍ଷ ନଭେମ୍ବର ଏକ ତାରିଖଠାରୁ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯାଇଥାଏ। ହେଲେ ଏଥର ୧୦ ଦିନ ପୂର୍ବରୁ ଅର୍ଥାତ୍ ୧୮ ତାରିଖଠାରୁ ପର୍ଯ୍ୟଟକଙ୍କ ସକାଶେ ଖୋଲିଛି । ଗତ ଜୁଲାଇ ୧ ତାରିଖଠାରୁ ଶିମିଳିପାଳ ମଧ୍ୟକୁ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ କରାଯାଇଥିଲା।