Breaking PLUSଓଡ଼ିଶାମୁଖ୍ୟ ଖବର
21ରେ ଲଘୁଚାପ, 23ରେ ଅବପାତ

zbqelKd&j- ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ସକ୍ରିୟ। ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। କ୍ରମଶଃ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଅବପାତ ସମ୍ଭାବନା ରହିଛି ।