Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆ

ଭୁବନେଶ୍ୱର- ନୂଆପଡା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗୀନୀ ଛୁରିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହାପୂର୍ବରୁ ସେ ମାଆ ଦୂର୍ଗାଙ୍କର ଦର୍ଶନ କରିଥିଲେ । ଏକ ବିରାଟ ପଟୁଆରରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଯାଇଥିଲେ । ଏହି ସମୟରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ଥିଲେ ।
ଏହି ଉପନିର୍ବାଚନ ପାଇଁ ବିଜେପିରୁ ଜୟ ଢୋଲକିଆ ଏବଂ କଂଗ୍ରେସରୁ ଘାସୀରାମ ମାଝି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।



