Breaking PLUSଓଡ଼ିଶାମୁଖ୍ୟ ଖବର

ଲଘୁଚାପ ପ୍ରଭାବରେ 24ରୁ 26 ବର୍ଷିବ

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଶକ୍ତିଶାଳୀ ହେବ । ଆଗାମା ଦିନରେ ଏହା ଅବପାତରେ ପରଣିତ ହେବ । ଏହାର ପ୍ରଭାବରେ ୨୪ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Show More

Related Articles

Back to top button