Breaking PLUSଦେଶମୁଖ୍ୟ ଖବର
ଆନ୍ଧପ୍ରଦେଶ ବସ ଟ୍ରାଜେଡିରେ ୨୦ଜଣ ଜୀବନ୍ତ ଦଗ୍ଧ, ମୃତକଙ୍କ ପରିବାର ବର୍ଗଙ୍କୁ ୨ଲକ୍ଷ

ଆନ୍ଧପ୍ରଦେଶ ବସ ଟ୍ରାଜେଡିରେ ୨୦ଜଣ ଜୀବନ୍ତ ଦଗ୍ଧ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣାରେ ମୃତକଙ୍କ ପରିବାର ବର୍ଗଙ୍କୁ ୨ଲକ୍ଷ, ଆହତଙ୍କୁ ୫୦ହଜାର ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଧାନ କରିବାକୁ ଘୋଷଣା କରିଛନ୍ତି ମୋଦୀ । ଏହାସହିତ ଆହତଙ୍କ ଆଶୁଆରୋଗ୍ୟ କାମନା ସହ ପ୍ରଧାନମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।



