Breaking PLUSଓଡ଼ିଶାମୁଖ୍ୟ ଖବର

27ରୁ 29 ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ

ଭୁବନେଶ୍ୱର- ସମ୍ଭାବ୍ୟ ବାତ୍ୟାକୁ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାଙ୍କ ସୂଚନା  । ଆନ୍ଧ୍ର ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଅଧିକ ରହିବ । ୨୭ରୁ ୨୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ଆକଳନ  । ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା  । ୨୬ରୁ ୨୯ ତାରିଖ ଯାଏଁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ  । ପ୍ରାୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା  । ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି  । ୨୮ ଓ ୨୯ ତାରିଖରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button