Breaking PLUSଓଡ଼ିଶାମୁଖ୍ୟ ଖବର

ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର- ଆସୁଛି ବାତ୍ୟା ‘ମୋନ୍ଥା’ । ଆଜିଠୁ ବଦଳିଯିବ ପାଗ  । ସୃଷ୍ଟି ହେଲା ଅବପାତ । ଅବପାତରେ ପରିଣତ ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ହେଲା । ବଳ ଗୋଟାଇ ଗଭୀର ଅବପାତରେ ପରିଣତ ହେବ ।

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ । ସୁଦୃଶ ଲଘୁଚାପ ଅବପାତରେ ପରିଣତ ହେଲା  । ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ । ବାତ୍ୟା କେଉଁଆଡ଼େ ମୁହାଁଇବ ସ୍ପଷ୍ଟ ହୋଇନି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button