Breaking PLUSଓଡ଼ିଶାମୁଖ୍ୟ ଖବର

ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି

ଭୁବନେଶ୍ୱର- ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି । ମାଇକ୍‌ ଦ୍ଵାରା ସତର୍କ କରାଇଛି ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୋଲିସ । ନେହରୁବଙ୍ଗଳା ଫିସିଂ ହାର୍ବର, ଅଠରବାଙ୍କି, ଷଣ୍ଢକୁଦରେ ପ୍ରଚାର କରାଯାଇଛି । ନୂଆବଜାର, ଚୌମୁହାଣି ଅଞ୍ଚଳରେ ବି ମାଇକ୍‌ ଦ୍ୱାରା ପ୍ରଚାର  । ୨୯ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଯେଉଁମାନେ ସମୁଦ୍ରରେ ଅଛନ୍ତି ତୁରନ୍ତ କୂଳକୁ ଫେରି ଆସିବାକୁ ଅପିଲ୍ କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button