Breaking PLUSଦେଶମୁଖ୍ୟ ଖବର
		
	
	
ଆଜିଠାରୁ ଭାରତ-ଚୀନ ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା

ଭୁବନେଶ୍ୱର- ଆଜିଠାରୁ ଭାରତ-ଚୀନ ମଧ୍ୟରେ ଆରମ୍ଭ ହେବ ସିଧା ବିମାନ ସେବା । କୋଲକାତାରୁ ଉଡ଼ାଣ ଆରମ୍ଭ କରି ଗୁଆଙ୍ଗଝୋଉ ଯିବ ଇଣ୍ଡିଗୋ ବିମାନ ।ନଭେମ୍ବର ୧୦ ତାରିଖରୁ ଦିଲ୍ଲୀ-ଗୁଆଙ୍ଗଝୋଉ ମଧ୍ୟରେ ପୁଣି ଉଡ଼ାଣ । ନଭେମ୍ବର ୯ ତାରିଖରୁ ସାଂଘାଇ-ନୂଆଦିଲ୍ଲୀ ମଧ୍ୟରେ ବିମାନ ସେବା । ଚୀନ୍ ଏୟାରଲାଇନର ଚାଇନା ଇଷ୍ଟର୍ଣ୍ଣ ଆରମ୍ଭ କରିବ ବିମାନ ସେବା ।
 
				 
					


