Breaking PLUSଓଡ଼ିଶାମୁଖ୍ୟ ଖବର

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବାତ୍ୟା ସମୀକ୍ଷା

ଭୁବନେଶ୍ୱର- ମାଡି ଆସୁଛି ବାତ୍ୟା ମେନ୍ଥା । ସମ୍ଭାବ୍ୟ ସ୍ଥିତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ସମୀକ୍ଷା । ବୈଠକରେ SRC, କୃଷି ସଚିବ ଓ ଅଗ୍ନିଶମ ଡିଜି ଉପସ୍ଥିତ -ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ମନ୍ଥା । ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ । ଘଣ୍ଟା ପ୍ରତି ୧୩କିମି ବେଗରେ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇ ମାଡି ଆସୁଛି ବାତ୍ୟା । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି । ବର୍ତ୍ତମାନ ବାତ୍ୟା ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନଡାଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି । ଏନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଲୋକସଭା ଭବନରେ ସମୀକ୍ଷା କରିଛନ୍ତି । ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର, କୃଷି ସଚିବ ଓ ଅଗ୍ନିଶମ ଡିଜିଙ୍କ ସହ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି ।

Show More

Related Articles

Back to top button