Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ପାଇଁ ୫ ଜିଲ୍ଲାକୁ ରେଡ୍, ୬ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ

ଭୁବନେଶ୍ୱର- ଆଜି ପାଇଁ ୫ ଜିଲ୍ଲାକୁ ରେଡ୍, ୬ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଥିବା ବେଳେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ମଧ୍ୟ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି । ଅବଶିଷ୍ଟ ୧୯ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ।



