Breaking PLUSଓଡ଼ିଶାମୁଖ୍ୟ ଖବର

ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ ୬୯ ଟଙ୍କା ଅଧିକ ପାଇବେ ଚାଷୀ

ଭୁବନେଶ୍ୱର, 5 ନଭେମ୍ବର – ଚାଷୀଙ୍କ ପାଇଁ ଖୁସି ଖବର । ଚଳିତ ଖରିଫ ଋତୁରେ ଧାନ କ୍ୱିଣ୍ଟାଲ ପିଛା ଆଉ 69 ଟଙ୍କା ଅଧିକ ପାଇବେ ଚାଷୀ  । ବର୍ଦ୍ଧିତ ଏମଏସପି ଅନୁଯାୟୀ ଚାଷୀଙ୍କୁ ଅଧିକ 69 ଟଙ୍କା ଦେବେ ସରକାର । ଏଣିକି 3100 ବଦଳରେ କ୍ୱିଣ୍ଟାଲ ପିଛା 3169 ଟଙ୍କା ଦେବେ ସରକାର । ଗ୍ରେଡ଼ ଏ ଧାନ କ୍ୱିଣ୍ଟାଲ ପିଛା ମିଳିବ 3189 ଟଙ୍କା । ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button