Breaking PLUSଓଡ଼ିଶାମୁଖ୍ୟ ଖବର
ନୂଆପଡାରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍ ସୋ

ଭୁବନେଶ୍ୱର- ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।କୋମନା ଉଦ୍ୟାନବନ୍ଧରେ ରୋଡ୍ ଶୋ’ କରିଛନ୍ତି ମୁଖ୍ୟମନ୍ତ୍ରୀ ।ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ସାମିଲ ହୋଇଛନ୍ତି ।ବରିଷ୍ଠ ନେତା ବସନ୍ତ ପଣ୍ଡା ଓ ଅନ୍ୟମାନେ ରୋଡ୍ ଶୋ’ରେ ସାମିଲ୍ ହୋଇଛନ୍ତି ।



