Breaking PLUSଦେଶମୁଖ୍ୟ ଖବର
ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ବସ୍ଷ୍ଟାଣ୍ଡରୁ ବୁଲା କୁକୁରଙ୍କୁ ହଟାଇବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ- ବୁଲା କୁକୁରଙ୍କୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ । ଶିକ୍ଷାନୁଷ୍ଠାନ, ହସ୍ପିଟାଲ, ବସ୍ଷ୍ଟାଣ୍ଡରୁ ବୁଲା କୁକୁରଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ ।ବୁଲା କୁକୁରଙ୍କୁ ହଟାଇ ଆଶ୍ରୟସ୍ଥଳକୁ ନେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ । ମାମଲାର ଶୁଣାଣି କରି ୩ ଜଣିଆ ଖଣ୍ଡପୀଠଙ୍କ ନିର୍ଦ୍ଦେଶ । NH ଓ ଏକ୍ସପ୍ରେସ୍ୱେରୁ ମଧ୍ୟ ଗୋରୁଙ୍କୁ ହଟାଇବାକୁ NHAIକୁ ନିର୍ଦ୍ଦେଶ ।



