Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନଙ୍କ ହେଲିକପ୍ଟରକୁ କ୍ଲିଅରାନ୍ସ ଦେବାରେ ବିଳମ୍ବ ଅଭିଯୋଗ ଘଟଣା, ନବୀନଙ୍କ ଫ୍ଲାଇଟ୍ ଅପରେଟର ଫ୍ଲାଇଟ୍ ପ୍ଲାନ୍ ସବ୍‌ମିଟ୍ କରିନଥିଲେ

ଭୁବନେଶ୍ୱର- ନବୀନଙ୍କ ହେଲିକପ୍ଟରକୁ କ୍ଲିଅରାନ୍ସ ଦେବାରେ ବିଳମ୍ବ ଅଭିଯୋଗ ଘଟଣା  । ଭୁବନେଶ୍ବର ବିମାନ ବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ପ୍ରତିକ୍ରିୟା ରଖି କହିଛନ୍ତି ଯେ,’ନବୀନଙ୍କ ଫ୍ଲାଇଟ୍ ଅପରେଟର ଫ୍ଲାଇଟ୍ ପ୍ଲାନ୍ ସବ୍‌ମିଟ୍ କରି ନଥିଲେ’  । ‘ତେଣୁ ଏୟାର ଡିଫେନ୍ସ କ୍ଲିଅରାନ୍ସ ନମ୍ବର ମିଳି ନଥିଲା’  ।’କୋଅର୍ଡିନେଟ୍ କରି କୋଲକାତାରୁ ନମ୍ବର ନେଲୁ’  । ଏଥିପାଇଁ ପ୍ରାୟ ୨୫ ମିନିଟ୍ ବିଳମ୍ବ ହେଲା କହିଛନ୍ତି ବିମାନ ବନ୍ଦର ନିର୍ଦ୍ଦେଶକ  । ଜାଣିଶୁଣି କ୍ଲିଅରାନ୍ସ ଦିଆଯାଇ ନଥିବା କହିଥିଲେ ବିଜେଡି ନେତା ଚିନ୍ମୟ ସାହୁ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button