Breaking PLUSଦେଶମୁଖ୍ୟ ଖବର

ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ

ନୂଆଦିଲ୍ଲୀ- ଡିସେମ୍ବର ୧ରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହେବ । ଡିସେମ୍ବର ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଥିବା ନେଇ ସଂସଦୀୟ ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି ।

Show More

Related Articles

Back to top button