Breaking PLUSଓଡ଼ିଶାମୁଖ୍ୟ ଖବର
ବିଧାନସଭା ଶୀତ ଅଧିବେଶନକୁ ଆସିପାରନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର- ବିଧାନସଭା ଶୀତ ଅଧିବେଶନକୁ ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଥିଲା । ପୂରା କାର୍ଯ୍ୟକ୍ରମ ଆସିନାହିଁ, ଆସିବାର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି ।



