Breaking PLUSଓଡ଼ିଶାଦେଶମୁଖ୍ୟ ଖବର
ପରଲୋକରେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର

ମୁମ୍ବାଇ- ପରଲୋକରେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର । ବର୍ଷିୟାନ ବଲିଉଡ୍ ଅଭିନେତା ଧର୍ମେନ୍ଦ୍ରଙ୍କ ପରଲୋକ । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ୮୯ବର୍ଷ ବୟସରେ ଧର୍ମେନ୍ଦ୍ରଙ୍କ ପରଲୋକ । ୧୯୩୫ ଡିସେମ୍ବର ୮ରେ ପଞ୍ଜାବରେ ଜନ୍ମଗ୍ରହଣ କରିଥିଲେ ।ଦର୍ଶକଙ୍କୁ ଭେଟି ଦେଇଥିଲେ ଅନେକ ହିଟ୍ ଚଳଚ୍ଚିତ୍ର ହୋଇଛି । ୧୯୬୦ରେ ‘ଦିଲ୍ ଭି ତେରା ହମ୍ ଭି ତେରା’ ଫିଲ୍ମରେ ଡେବ୍ୟୁ କରିଥିଲେ ।



