Breaking PLUSଓଡ଼ିଶାମୁଖ୍ୟ ଖବର

ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ ଆୟୋଜନ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button