Breaking PLUSଓଡ଼ିଶାମୁଖ୍ୟ ଖବର
ପ୍ରକାଶ ପାଇଲା ସ୍ପେଶାଲ୍ OTET-୨୦୨୫ ରେଜଲ୍ଟ

କଟକ- ପ୍ରକାଶ ପାଇଲା ସ୍ପେଶାଲ୍ OTET-୨୦୨୫ ରେଜଲ୍ଟ । ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ପାଇଛି । ପେପର-୧ରେ ୧୨ହଜାର ୯୮୮ କୃତକାର୍ଯ୍ୟ ହୋଇଥିବା ବେଳେ ପାସ୍ ହାର ୪୭.୧୭% ରହିଛି । ପେପର-୨ରେ ୩୫ ହଜାର ୧୬୫ କୃତକାର୍ଯ୍ୟ ହୋଇଥିବା ବେଳେ ପାସ୍ ହାର ୭୮.୩୫% ରହିଛି । ମୋଟ୍ ୪୮ ହଜାର ୧୫୩ ଜଣ କୃତକାର୍ଯ୍ୟ ନେଇ BSE ପକ୍ଷରୁ ସୂଚନା ମିଳିଛି । www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ପରୀକ୍ଷାର୍ଥୀ ।


