Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ହୁତୁହୁତୁ ହୋଇ ଜଳିବା ଆରମ୍ଭ କଲାଣି ବିପ୍ଲବର ବହ୍ନି- ଶ୍ରୀମୟୀ

ଭୁବନେଶ୍ୱର- ସୋସିଆଲ୍‌ ମିଡିଆରେ ବିଜେଡିକୁ ପୁଣି ଥରେ ପରୋକ୍ଷ ନିଶାନା କଲେ ଶ୍ରୀମୟୀ ।ହୁତୁହୁତୁ ହୋଇ ଜଳିବା ଆରମ୍ଭ କଲାଣି ବିପ୍ଲବର ବହ୍ନି  । ହାରିଲ ତ ନିର୍ବାଚନ, ଆଉ କେତେ କାହାକୁ କରିବ ନିଲମ୍ବନ । ଖାଲି କଣ ସେହିମାନଙ୍କୁ ମିଳିବ ଆରିସା, ଯେଉଁମାନେ ଜପିବେ ତାମିଲ ଚାଳିଶା । ନୂଆପଡ଼ା ଭୋଟ୍‌ ସରିବା ଯାଏଁ ସୁରକ୍ଷିତ ସ୍ଥାନ ଥିଲା ପଳାସପଲ୍ଲୀ ଘର  । ଆମେରିକା ଗସ୍ତରେ ମିଛ ପ୍ରଚାର କରୁଥିଲେ ତାଙ୍କ ଚାଟୁକାର  । ଭଣ୍ଡଙ୍କ ପାଇଁ କଲେଣି ଫନ୍ଦିଫିକର, କେଜାଣି ଦଳକୁ ଲାଗିଲା କାହା ନଜର ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button