Breaking PLUSଦେଶ ବିଦେଶମୁଖ୍ୟ ଖବର

ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍ ହସିନା ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ମାନବତା ବିରୋଧୀ ଅପରାଧ ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ସ୍ୱତନ୍ତ୍ର ଟ୍ରିବ୍ୟୁନାଲର ରାୟ ଆସିଛି । ନରସଂହାର ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ଶେଖ୍‌ ହାସିନାଙ୍କ ନାଁରେ ମାମଲା ହୋଇଥିଲା ।ମାମଲାରେ ହାସିନାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ । ବିକ୍ଷୋଭକାରୀଙ୍କୁ ହତ୍ୟା ନେଇ ଶେଖ୍‌ ହାସିନାଙ୍କ ନାଁରେ ମାମଲା ହୋଇଥିଲା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button