Breaking PLUSଓଡ଼ିଶାମୁଖ୍ୟ ଖବର

ବସ୍‌ ଧର୍ମଘଟ ଚେତାବନୀ ଦେଲା ଘରୋଇ ବସ୍‌ ମାଲିକ ସଂଘ

ଭୁବନେଶ୍ୱର- ବସ୍‌ ଧର୍ମଘଟ ଚେତାବନୀ ଦେଲା ଘରୋଇ ବସ୍‌ ମାଲିକ ସଂଘ  । ସୂଚନା ଦେଲେ ଘରୋଇ ବସ୍‌ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ । ‘ଡିସେମ୍ବର ୧ରୁ ପୋଲିସକୁ ଗାଡ଼ି ଯାଞ୍ଚ ଅଧିକାର ମିଳିଲେ ଧର୍ମଘଟ କରିବୁ । ଯେବେଠୁ ସରକାର ଯାଞ୍ଚ ଅଧିକାର ଦେବେ ସେବେଠୁ ଆନ୍ଦୋଳନ କହିଲେ  । ପୋଲିସକୁ ମୋଟର ଯାନ ଯାଞ୍ଚ ଅଧିକାର ଦେଇଛନ୍ତି ରାଜ୍ୟ ସରକାର ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button