Breaking PLUSଓଡ଼ିଶାମୁଖ୍ୟ ଖବର

ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା

ଭୁବନେଶ୍ୱର- ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏବେ ୪ ଲକ୍ଷ ମିଳୁଛି କ୍ଷତିପୂରଣ, ୧୦ ଲକ୍ଷ ବୃଦ୍ଧି ସୁପାରିସ୍‌ । ଏନେଇ ସୁପ୍ରିମକୋର୍ଟଙ୍କ ଗାଇଡଲାଇନ୍‌ ଆସିଥିବା ସୂଚନା ମିଳିଛି । ସୁପ୍ରିମକୋର୍ଟ ନିଦ୍ଧିଷ୍ଟ ମାମଲାରେ ନିର୍ଦ୍ଧେଶ ଦେଇଛନ୍ତି । ବଜ୍ରାଘାତ ଓ ପାଣିରେ ବୁଡ଼ି ମୃତ୍ୟୁ ପାଇଁ ମଧ୍ୟ ସମାନ କ୍ଷତିପୂରଣ ମିଳିବ ।

Show More

Related Articles

Back to top button