Breaking PLUSଓଡ଼ିଶାମୁଖ୍ୟ ଖବର
୨୧ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଭୁବନେଶ୍ୱର- ଆସନ୍ତା ୨୧ ତାରିଖରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ହେବ ବୈଠକ । ରତ୍ନ ଅଳଙ୍କାର ଗଣତି ମଣତି, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ନେଇ ହେବ ଆଲୋଚନା ।


