Breaking PLUSଓଡ଼ିଶାମୁଖ୍ୟ ଖବର
ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି

ଭୁବନେଶ୍ୱର- ରାଜ୍ୟରେ ଡିସେମ୍ବର ୨୫ ତାରିଖରୁ ଖୋଲିବ ମଣ୍ଡି । ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି । ଧାନ ନେବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି । ଗୋଦାମ ଖାଲି କରିବା ପାଇଁ ମିଲରଙ୍କୁ ଦାୟିତ୍ବ ଦିଆଯାଇଛି । ପଞ୍ଜୀକୃତ ସମସ୍ତ ଚାଷୀଙ୍କ ଠାରୁ ଧାନ କିଣାଯିବ ।୩୨ଟି ମଡେଲ୍ ମଣ୍ଡି ପାଇଁ ଟେଣ୍ଡର ହୋଇଛି, ୩୦୦ କୋଟି ଟଙ୍କା ବ୍ୟୟବରାଦ ।



