Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର- ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିବ ବୈଠକ । ୯ଟି ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା ।ଶୀତକାଳୀନ ଅଧିବେଶନ ସହ ଅତିରିକ୍ତ ବଜେଟକୁ ମିଳିବ ଅନୁମୋଦନ ।



