Breaking PLUSଓଡ଼ିଶାମୁଖ୍ୟ ଖବର

ହ୍ୟୁମାନଙ୍କ ଦୁଇ ଜଣ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା

ହ୍ୟୁମାନଙ୍କ ଦୁଇ ଜଣ ମ୍ୟାନେଜରଙ୍କ ନାଁରେ ଥାନାରେ ଏତଲା  । ମ୍ୟାନେଜର ଦିନେଶ ବେହେରା ଓ ପ୍ରଶାନ୍ତ ବେହେରାଙ୍କ ନାଁରେ ବଲାଙ୍ଗୀର ଟାଉନ ଥାନାରେ ଏତଲା ଦିଆଯାଇଥିବା ସୂଚନା ମିଳିଛି । ଏତଲାରେ କୁହାଯାଇଛି ଯେ ଷଡଯନ୍ତ୍ର କରି ହ୍ୟୁମାନଙ୍କୁ ମାରି ଦିଆଯାଇଛି । ବଲାଙ୍ଗୀରର ବିଭିନ୍ନ ସଂଗଠନ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ହ୍ୟୁମାନଙ୍କ ମା’ଙ୍କୁ ର୍ଦୁବ୍ୟବହାର ନେଇ ମଧ୍ୟ ଅଭିଯୋଗ ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button