Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ଦୃଷ୍ଟିବାଧିତ ମହିଳା କ୍ରିକେଟ ଟିମଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ- ଦୃଷ୍ଟିବାଧିତ ମହିଳା କ୍ରିକେଟ ଟିମଙ୍କୁ ଶୁଭେଚ୍ଛା ଜଣାଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆଇସିସି ଅଧ୍ୟକ୍ଷ ଜୟ ଶାହ। ଗତକାଲି କଲୋମ୍ବୋରେ ଖେଳା ଯାଇଥିବା ଫାଇନାଲ୍ ମୁକାବିଲାରେ ନେପାଳକୁ ୭ ଓ୍ୱିକେଟରେ ହରାଇ ଚାମ୍ପିଅନ୍ ହୋଇଥିଲା ଟିମ୍ ଇଣ୍ଡିଆ।

Show More

Related Articles

Back to top button