Breaking PLUSଓଡ଼ିଶାମୁଖ୍ୟ ଖବର
ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର- ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବଦଳି ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଝଟ୍କା । ରାଜ୍ୟ ସରକାର କରିଥିବା ଚିଠିକୁ ଖାରଜ କଲେ ହାଇକୋର୍ଟ । ୧୫ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବଦଳି ପାଇଁ ସାଂସଦ, ବିଧାୟକଙ୍କୁ ଦେଇଥିଲେ କ୍ଷମତା । ଶିକ୍ଷା କ୍ଷେତ୍ରରେ ରାଜନୈତିକ ହସ୍ତକ୍ଷେପକୁ ହାଇକୋର୍ଟଙ୍କ ନାପସନ୍ଦ ।



