Breaking PLUSଓଡ଼ିଶାମୁଖ୍ୟ ଖବର
ଡିସେମ୍ବର ୧ ତାରିଖରୁ ବସ୍ ବନ୍ଦ ଡାକରା ନିଷ୍ପତ୍ତି ପ୍ରତ୍ୟାହୃତ

ଭୁବନେଶ୍ୱର-ଡିସେମ୍ବର ୧ ତାରିଖରୁ ବସ୍ ବନ୍ଦ ଡାକରା ନିଷ୍ପତ୍ତି ପ୍ରତ୍ୟାହୃତ । ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ନେଇ ଘରୋଇ ବସ୍ ସଂଘର ସୂଚନା । ପରିବହନ ବିଭାଗ ସହ ଆଲୋଚନା ପରେ ପ୍ରତ୍ୟାହୃତ ହୋଇଛି ନିଷ୍ପତି । ପୋଲିସ ଚେକିଂ ବ୍ୟବସ୍ଥା ଲାଗୁ ହେବନି ପ୍ରତିଶ୍ରୁତି ପରେ ପ୍ରତ୍ୟାହୃତ । ନିଷ୍ପତ୍ତି ନେଇ ଅଧିକ ତର୍ଜମା ଓ ପରୀକ୍ଷଣ ସାପେକ୍ଷ ପ୍ରସ୍ତାବ ସହମତି ।



