Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ

ଭୁବନେଶ୍ୱର- ରାଜ୍ୟରେ ଖୋଲିବ ଆଉ ୧୫ ପୋକ୍ସୋ ଅଦାଲତ  । ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି କହିଲେ ଆଇନ୍ ମନ୍ତ୍ରୀ  । ବାଲେଶ୍ବର, ଭଦ୍ରକ, କଟକ, ବ୍ରହ୍ମପୁର, ଯାଜପୁର, କେନ୍ଦୁଝରରେ ଖୋଲିବ  । ଭୁବନେଶ୍ୱର, ବାରିପଦା, ଫୁଲବାଣୀ, ପୁରୀ, ସମ୍ବଲପୁର, ସୁନ୍ଦରଗଡ଼  । ଦେବଗଡ଼, ମାଲକାନଗିରି, ସୋନପୁରରେ ହେବ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ।

Show More

Related Articles

Back to top button