Breaking PLUSଓଡ଼ିଶାମୁଖ୍ୟ ଖବର

ଗତବର୍ଷ ଜୁଲାଇରୁ ଏଯାବତ୍ ୯ଟି ଜେଲ୍‌ରୁ ୧୩ କଏଦୀ ଫେରାର

ଭୁବନେଶ୍ୱର- ଜେଲ୍‌ରୁ କଏଦୀ ଫେରାର ନେଇ ମୁଖ୍ୟମନ୍ତ୍ରୀଙ୍କ ଲିଖିତ ଉତ୍ତର  । ଗତବର୍ଷ ଜୁଲାଇରୁ ଏଯାବତ୍ ୯ଟି ଜେଲ୍‌ରୁ ୧୩ କଏଦୀ ଫେରାର । ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ । ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍‌ରେ ମୃତ୍ୟୁ ହୋଇଛି । ୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯ ଅଭିଯୁକ୍ତ ପୋଲିସ ହେପାଜତରୁ ଚମ୍ପଟ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button