Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରୁ ତଡ଼ି ପାର ହେଲେଣି ୪୯ ବାଂଲାଦେଶୀ

ଭୁବନେଶ୍ୱର- ରାଜ୍ୟରୁ ତଡ଼ି ପାର ହେଲେଣି ୪୯ ବାଂଲାଦେଶୀ  । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବଂଲାଦେଶ ପଠାଗଲାଣି ।ଖୋର୍ଦ୍ଧାରୁ ୨୪, କଟକରୁ ୧୫, ଗଞ୍ଜାମରୁ ୬, କନ୍ଧମାଳରୁ ୩, କୋରାପୁଟରୁ ୧ । ଆଉ ୨ ବାଂଲାଦେଶୀ ଜାଲ୍‌ ପାସ୍‌ପୋର୍ଟ କରି ଧରାପଡ଼ିଛନ୍ତି । -ଧରାପଡ଼ିଥିବା ୨ ବାଂଲାଦେଶୀଙ୍କ ନାଁରେ ମାମଲା ହୋଇଛି ।

Show More

Related Articles

Back to top button