Breaking PLUSଓଡ଼ିଶାମୁଖ୍ୟ ଖବର

ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର

ଭୁବନୋ୍ୱର- ସବୁ ଜିଲ୍ଲାପାଳ କାର୍ଯ୍ୟାଳୟଗୁଡ଼ିକର ହେବ ନବ କଳେବର । ମଡେଲ ଯୋଜନା ଅନୁଯାୟୀ ନୂଆ କଲେକ୍ଟରେଟ୍ କୋଠା ନିର୍ମାଣ ହେବ  । କଲେକ୍ଟରେଟ୍ କୋଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଯୋଡ଼ାଯିବ । ଜିଲ୍ଲାଗୁଡ଼ିକୁ ବଡ଼, ମଧ୍ୟମ ଓ କ୍ଷୁଦ୍ର ୩ ବର୍ଗରେ ବିଭକ୍ତ କରାଯାଇଛି  । ବଡ଼ ଜିଲ୍ଲାରେ ୧ ଲକ୍ଷ ୭୦ ହଜାର ସ୍କୋୟାର ଫୁଟ୍‌ ଜମିରେ ଜିଲ୍ଲାପାଳ କାର୍ଯ୍ୟାଳୟ  । ମଧ୍ୟମ ଜିଲ୍ଲାରେ ୧ ଲକ୍ଷ ୪୦ ହଜାର ସ୍କୋୟାର ଫୁଟ୍‌ ଜମିରେ ଜିଲ୍ଲାପାଳ କାର୍ଯ୍ୟାଳୟ  । କ୍ଷୁଦ୍ର ଜିଲ୍ଲାରେ ୧ ଲକ୍ଷ ସ୍କୋୟାର ଫୁଟ ଜମିରେ ନିର୍ମାଣ ହେବ ଜିଲ୍ଲାପାଳ କାର୍ଯ୍ୟାଳୟ । ଭୁବନେଶ୍ୱରରେ ନିର୍ମାଣ ୧୦ ମହଲା କୋଠାର ନୂଆ ସର୍କିଟ ହାଉସ । ଯେଉଁଥିରେ ଜିମ୍‌, ଲାଇବ୍ରେରୀ ସହ ୱାନ BHK ଓ ଟୁ BHK ରହିବ ।

Show More

Related Articles

Back to top button