Breaking PLUSଓଡ଼ିଶାମୁଖ୍ୟ ଖବର

୧୭ ମାସରେ ଜଳିଗଲାଣି ୪ ହଜାର ୬୦୯ ହେକ୍ଟର ଜଙ୍ଗଲ

ଭୁବନେଶ୍ୱର-ଗତ ୧୭ ମାସରେ ଜଳିଗଲାଣି ୪ ହଜାର ୬୦୯ ହେକ୍ଟର ଜଙ୍ଗଲ  । ଗୃହରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ସୂଚନା  । ଜୁଲାଇ ୨୦୨୪ରୁ ଆଜିଯାଏଁ ୪ ହଜାର ୬୦୯ ହେକ୍ଟର ଜଙ୍ଗଲ ନିଆଁରେ କ୍ଷତିଗ୍ରସ୍ତ । ‘ଗତ ୨ ବର୍ଷରେ ୫୬ ହଜାର ୮୮୦ ହେକ୍ଟର ଜଙ୍ଗଲ ଜମିରେ ଚାରାରୋପଣ । ଚାରାରୋପଣ ପାଇଁ ୪ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ରାଜ୍ୟ ସରକାର ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button