Breaking PLUSଦେଶଦେଶ ବିଦେଶମୁଖ୍ୟ ଖବର

ଆଜି ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଋଷ ରାଷ୍ଟ୍ରପତି

ନୂଆଦିଲ୍ଲୀ-ଆଜି ଦୁଇଦିନିଆ ଭାରତ ଗସ୍ତରେ ଆସୁଛନ୍ତି ରୁଷିଆ ରାଷ୍ଟ୍ରପତି ପୁଟିନ୍  । ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଦିଲ୍ଲୀରେ ପହଞ୍ଚିବେ ପୁଟିନ୍  । ପୁଟିନ୍‌ଙ୍କ ପାଇଁ ରାତ୍ର ଭୋଜନର ଆୟୋଜନ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । କାଲି ଭାରତ-ରୁଷିଆ ଶିଖର ବୈଠକରେ ଯୋଗଦେବେ ଉଭୟ ନେତା  । ଆମେରିକା ସହ ଟାରିଫ୍ ବିବାଦ ମଧ୍ୟରେ ପୁଟିନ୍‌ଙ୍କ ଗସ୍ତ ଗୁରୁତ୍ବପୂର୍ଣ୍ଣ  । ଦୁଇ ଦେଶ ମଧ୍ୟରେ ଅନେକ ଗୁରୁତ୍ବପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ସମ୍ଭାବନା ରହିଛି ।

Show More

Related Articles

Back to top button