Breaking PLUSଓଡ଼ିଶାମୁଖ୍ୟ ଖବର
୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଫରେଷ୍ଟର

ଭୁବନେଶ୍ୱର- ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଫରେଷ୍ଟର । ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନ ଫରେଷ୍ଟର ଗୌରାଙ୍ଗ ସାହୁ ।ୟୁକାଲିପଟାସ ଗଛ କାଟିବା ପାଇଁ ଅନୁମତି ଦେବାକୁ ଲାଞ୍ଚ ନେଉଥିଲେ । ତେବେ ଲାଂଚ ନେବା ବେଳେ ତାଙ୍କୁ କାବୁ କରିଛି ଭିଜିଲାନ୍ସ ।


