Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ

ଭୁବନେଶ୍ୱର- ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ, ପିଲା ପଢିବେ ନୂଆ ବହି  । ପ୍ରଥମରୁ ଦ୍ୱାଦଶ ଯାଏଁ ପରିବର୍ତ୍ତନ ହେବ ପାଠ୍ୟ ପୁସ୍ତକ  । ପାଠ୍ୟପୁସ୍ତକ ପରିବର୍ତ୍ତନ କରିବା ପାଇଁ ସରକାରଙ୍କ ପରିକଳ୍ପନା ରହିଛି  । ପ୍ରସ୍ତୁତି ପ୍ରକ୍ରିୟା ପର୍ଯ୍ୟାୟ କ୍ରମେ ଜାରି ରହିଛି କହିଲେ ଗଣଶିକ୍ଷା ମନ୍ତ୍ରୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button