Breaking PLUSଓଡ଼ିଶାମୁଖ୍ୟ ଖବର
ଗାନ୍ଧିମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର- ଗାନ୍ଧିମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଆନ୍ଦୋଳନ । ହଜାର ହଜାର ସଂଖ୍ୟାରେ ଶିକ୍ଷକଙ୍କ ବିକ୍ଷୋଭ ପ୍ରଦର୍ଶନ ।୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ ।