Breaking PLUSଦେଶମୁଖ୍ୟ ଖବର
ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ । ଗୋଆ ରାଜଧାନୀ ପାଣାଜୀଠାରୁ ୨୫ କିମି ଦୂରରେ ଅବସ୍ଥିତ ଆରପୋରା ଗ୍ରାମରେ ଥିବା ଏକ ନାଇଟ୍ କ୍ଲବ୍ ରେ ଅଗ୍ନିକାଣ୍ଡ ଘଟି ଏପର୍ଯ୍ୟନ୍ତ ୨୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇ ସମ୍ପୃକ୍ତ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରିଥିବା ସୂଚନା ରହିଛି ।



